ଆଜିର ଖବର ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଶ୍ରଦ୍ଧାଞ୍ଜଳି ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଆଜି ହେଉଛି ଚତୁର୍ଥ ଶ୍ରାଦ୍ଧ ବାର୍ଷିକ। ସେ 2018 ରେ ଆଜିର ଦିନରେ ପରଲୋକ ଗମନ କରିଥିଲେ।…