ବିଶେଷ ଖବର ବିଏମସିର ପୂର୍ବତନ କମିଶନର,ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ କହୁଛନ୍ତି, ରାଜଧାନୀ ସ୍ଥିତି ବେହାଲ ଭୁବନେଶ୍ବର: ଗତକାଲିଠାରୁ ରାଜଧାନୀରେ ପ୍ରବଳ ବର୍ଷା ଜାରି ରହିଛି। କେବଳ ରାଜଧାନୀ ନୁହେଁ ଅଧା ଓଡିଶାରେ ଏହି ବର୍ଷା ଲାଗି ରହିଛି। ଏପରି ବର୍ଷାରେ ରାଜଧାନୀର ଅବସ୍ଥା…