ରାଜନୈତିକ ବ୍ୟାପାର କମିଟି

ନୂଆଦିଲ୍ଲୀ: ବେଙ୍ଗାଲୁରୁରେ ହେବାକୁ ଥିବା ବିରୋଧୀ ଦଳର ବୈଠକରେ ଆମ୍ ଆଦମୀ ପାର୍ଟି ଅଂଶଗ୍ରହଣ କରିବ। ଦଳର ରାଜନୈତିକ ବ୍ୟାପାର କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…