ଆଜିର ଖବର ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ, ଭୂମିହୀନଙ୍କୁ ତୁରନ୍ତ ପଟ୍ଟା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ ) ସୁଧାଂଶୁ କୁମାର ଭୋଇ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…