ରାଜ୍ୟ ଖବର ଅଭିଯୋଗ ଶୁଣାଇଲା ବେଳେ ଅସୁସ୍ଥ ଅନୁଭବ କଲେ ମହିଳା: ନିଜ ହାତରେ ପାଣି ପିଆଇ ଆଶ୍ଵାସନା ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ସବୁଦିନ ପରି ଆଜି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନ ପରିସରରେ ପ୍ରାୟ ଏକ ହଜାର ଲୋକଙ୍କ ସମାବେଶ। ସମସ୍ତେ ଅପେକ୍ଷା କରିଥିଲେ…