ଆଜିର ଖବର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩-୨୪ ଘୋଷିତ : ପୁଷ୍କରା ଶ୍ରେଷ୍ଠ ଚଳଚ୍ଚିତ୍ର ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଗୌରବମୟ ମୁହୂର୍ତ୍ତରେ ରାଜ୍ୟ ସରକାର ୨୦୨୩-୨୪ ବର୍ଷର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛନ୍ତି। ସଂସ୍କୃତି ମନ୍ତ୍ରୀ ସୁର୍ୟବଂଶୀ…