ଆଜିର ଖବର ୱେବ ମିଡିଆ ପାଇଁ ସ୍ୱତନ୍ତ୍ର ନୀତି ପ୍ରଣୟନ ହେବ: ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଆଜି ଟାଙ୍ଗୀ ବ୍ଲକ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି। ଏହି ଅବସରରେ ପାକ୍ଷୀକ ସମ୍ଵାଦ ପତ୍ର ଉନ୍ମୋଚନ…