ଆଜିର ଖବର ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଶ୍ରୀ ମୋଦୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଏକ ପତ୍ର…