ଆଜିର ଖବର ଭୁବନେଶ୍ୱର ଠାରେ “ରାଜ୍ୟସ୍ତରୀୟ ଯୁବ ମହୋତ୍ସବ- ୨୦୨୩”ର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଓଡ଼ିଆ ଯୁବ ସମାଜର ଆବଶ୍ୟକତା ହେଉଛି ସମ୍ମାନ ଓ ସ୍ୱାଭିମାନର ସହ ସ୍ୱାବଲମ୍ବୀ ହେବା ଏବଂ ଏହି ସ୍ୱାବଲମ୍ବୀ ହେବା ପାଇଁ ପରିଶ୍ରମ କରିବା ଦରକାର…