ଅନ୍ତରାଷ୍ଟ୍ରୀୟ ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ଯିବେ ଲଣ୍ଡନ ନୂଆଦିଲ୍ଲୀ: ରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲଣ୍ଡନ ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୭-୧୯ ସେପ୍ଟେମ୍ବର ୨୦୨୨…