ଅପରାଧ ସୁରକ୍ଷା ବାହିନୀକୁ ବଡ ସଫଳତା: କାଶ୍ମୀର ପଣ୍ଡିତ ରାହୁଲ ଭଟ୍ଟଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ୩ ଆତଙ୍କବାଦୀ ନିହତ ଶ୍ରୀନଗର: ଜମ୍ମୁ କାଶ୍ମୀରର ବାନ୍ଦିପୋରାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ୨ ଆତଙ୍କବାଦୀଙ୍କୁ ନିହତ ହୋଇଛନ୍ତି। ଆଜି ଏକ…