ଆଜିର ଖବର ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ: ଘାନା ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ ଏକ ମୂଲ୍ୟବାନ ଉପହାର ଦେଇଛନ୍ତି। ଏହି ଉପହାରର ଓଡ଼ିଶା ସହ ସମ୍ପର୍କ ରହିଛି।…