ଆଜିର ଖବର ରେଳ ଜୋନ୍ ପୁନର୍ଗଠନ ପ୍ରସଙ୍ଗରେ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ନୂଆଦିଲ୍ଲୀ: ଓଡ଼ିଶାର ଆର୍ଥିକ ହିତକୁ ବଜାୟ ରଖାଯିବା ସହ ପୂର୍ବତଟ ରେଳପଥ ମଧ୍ୟରେ ପୂର୍ବପରି ୩ଟି ରେଳ ମଣ୍ଡଳ ରହିବ ବୋଲି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ…