ଆଜିର ଖବର ଭୁବନେଶ୍ୱର-ପଲାସା ନିକଟ ଏବଂ ବ୍ରହ୍ମପୁର-ଗୋଳନ୍ଥରା ମଧ୍ୟରେ ନିରାପତ୍ତା ଜନିତ ବାଡ଼ ଦେବା କାର୍ଯ୍ୟ ପ୍ରାରମ୍ଭ ଭୁବନେଶ୍ୱର: ରେଳ ନିରାପତ୍ତାକୁ ବୃଦ୍ଧି କରାଇବା ସହିତ ଟ୍ରେନ ମାନଙ୍କର ବେଗବୃଦ୍ଧି ବଢାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବ ତଟ ରେଳପଥ ଭୁବନେଶ୍ୱର-ପଲାସା ରେଳ ସେକ୍ସନରେ…