ଜାତୀୟ ଖବର ଓଡ଼ିଶା ପାଇଁ ରେଳବାଇ ସମ୍ପର୍କରେ ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରଶ୍ନ: ଉତ୍ତର ଦେଲେ ରେଳମନ୍ତ୍ରୀ ନୂଆଦିଲ୍ଲୀ: ବିଗତ କିଛି ବର୍ଷ ମଧ୍ୟରେ ରେଳ ବଜେଟରେ ଓଡ଼ିଶାକୁ ଦିଆଯାଇଥିବା ବ୍ୟୟବରାଦ ଉଲ୍ଲେଖନୀୟଭାବେ ବୃଦ୍ଧି ପାଇଛି। ୨୦୦୯ରୁ ୨୦୧୪ ମଧ୍ୟରେ ଏହା ବାର୍ଷିକ ହାରାହାରି ୮୩୮…