ଜାତୀୟ ଖବର ଓଡ଼ିଶା ଏବଂ ଝାଡ଼ଖଣ୍ଡର ୪ଟି ଜିଲ୍ଲା ପାଇଁ ୨ଟି ରେଳଲାଇନ ପ୍ରଶସ୍ତିକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ଆଜି ରେଳ ମନ୍ତ୍ରଣାଳୟର ପ୍ରାୟ ୩,୯୦୭ କୋଟି ଟଙ୍କାର ଦୁଇଟି ରେଳ…