ଆଜିର ଖବର କରୋନା ଅପଡେଟ୍: ଦେଶରେ ୧୬ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ, ୨୪ ରୋଗୀ ମୃତ ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୧୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ କରୋନା ଯୋଗୁଁ ୨୪ ଜଣଙ୍କର ମୃତ୍ୟୁ ହୋଇଛି।…