ରୋଡମ୍ୟାପ୍ ପ୍ରସ୍ତୁତ

ନୂଆଦିଲ୍ଲୀ: କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ ଗୁରୁବାର ନୂଆଦିଲ୍ଲୀରେ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସଏନଏଲ୍‌) ର ଦ୍ୱିତୀୟ ରଣନୈତିକ ସମୀକ୍ଷା ଏବଂ ଯୋଜନା…