ରୋପୱେ ନନ୍ଦନକାନନ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ନନ୍ଦନକାନନ ଗସ୍ତ କରି ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି…