ଆଜିର ଖବର ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି, ସ୍କୁଲ ସମୟରେ ପରିବର୍ତ୍ତନ କରାଯାଉ: ଓଷ୍ଟା ଭୁବନେଶ୍ୱର: ସମଗ୍ର ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଓ ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳି ବୃଦ୍ଧି ପାଉଥିବାରୁ ସ୍କୁଲ ସମୟକୁ ସକାଳୁଆ କରାଯିବା ପାଇଁ ଓଡ଼ିଶା ମାଧ୍ୟମିକ ସ୍କୁଲ…