ଆଜିର ଖବର ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣା: ୪ ଜଣ ଗିରଫ ଲକ୍ଷ୍ଣୌ: ଉତ୍ତର ପ୍ରଦେଶରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଘଟଣାରେ ପୋଲିସ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ୪ ଜଣଙ୍କୁ ଗିରଫ କରିଛି। ଏହି ଦୁର୍ଘଟଣାରେ ୧୫ ଜଣଙ୍କ ପ୍ରାଣହାନି…