ଆଜିର ଖବର ମୋଗଲଙ୍କୁ ପ୍ରତିରୋଧ କରିଥିବା ଆସାମର ବୀର ଲଛିତ ବରଫୁକନ’ ପୁସ୍ତକ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ ନୂଆଦିଲ୍ଲୀ: ଲଛିତ ବରଫୁକନଙ୍କ ୪ଠଠ ତମ ଜୟନ୍ତୀର ଏକ ବର୍ଷବ୍ୟାପୀ ଉଦଯାପନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (୨୫-୧୧-୨ଠ୨୨) ନୂଆଦିଲ୍ଲୀ ଠାରେ ଉଦବୋଧନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…