ଲରେନ୍ସ ୱଙ୍ଗ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ସାକ୍ଷାତ କରିଛନ୍ତି। ସଂସଦ ଭବନରେ ପ୍ରଧାନମନ୍ତ୍ରୀ ଓଙ୍ଗ ତାଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରିଥିଲେ।…