ଆଞ୍ଚଳିକ ଲାୟନ୍ସ କ୍ଲବ ଭୁବନେଶ୍ୱର ଓଡ଼ିଶାର ଜନ୍ମ ଦିବସ ପାଳିତ ଭୁବନେଶ୍ୱର: ଲାୟନ୍ସ କ୍ଲବ ଭୁବନେଶ୍ୱର ଓଡ଼ିଶାର ଜନ୍ମ ଦିବସ ସ୍ଥାନୀୟ ହୋଟେଲ ଆର୍ଯ୍ୟପ୍ୟାଲେସଠାରେ ପାଳନ କରାଯାଇଅଛି। ଲାୟନ୍ସ ଜିଲ୍ଲା ଗଭର୍ଣ୍ଣର ଲାୟନ ଇଂ ପୂର୍ଣ୍ଣଚନ୍ଦ୍ର ପାଢୀ, ଲାୟନ୍ସ…