ଅନ୍ତରାଷ୍ଟ୍ରୀୟ ଭାରତ ଏବଂ ସିଙ୍ଗାପୁର ମଧ୍ୟରେ ୟୁପିଆଇ-ପେ ନାଓ ଲିଙ୍କେଜ୍ ର ଭର୍ଚୁଆଲ୍ ଶୁଭାରମ୍ଭ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲି ସେନ୍ ଲୁଙ୍ଗ ଭାରତର ୟୁନିଫାଏଡ୍ ପେମେଣ୍ଟ ଇଣ୍ଟରଫେସ୍ (ୟୁପିଆଇ) ଏବଂ ସିଙ୍ଗାପୁରର ପେନାଓ ମଧ୍ୟରେ ରିଅଲ୍…