ଆଜିର ଖବର ପଞ୍ଜାବରେ ଲିଭିଙ୍ଗଷ୍ଟୋନ୍ ଏବଂ ଗୁଜୁରାଟରେ ହାର୍ଦ୍ଦିକଙ୍କ ପ୍ରତ୍ୟାବର୍ତ୍ତନ, ଆଜି ଏଭଳି ରହିବ ଖେଳାଳି ଏକାଦଶ ନୂଆଦିଲ୍ଲୀ: ଆଜି ଆଇପିଏଲରେ ପଞ୍ଜାବ କିଙ୍ଗସ୍ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ଲଢେଇ ହେବ। ଇଂଲଣ୍ଡର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଲିଆମ୍ ଲିଭିଙ୍ଗଷ୍ଟୋନ ପଞ୍ଜାବ ଦଳରେ ଯୋଗ ଦେଇଛନ୍ତି।…