ଆଜିର ଖବର ରିଲାଏନ୍ସ ଜିଓର ୫ଜି ଷ୍ଟାଣ୍ଡ-ଏଲୋନ ଟେକ୍ନୋଲୋଜିରେ ପ୍ରାଧାନ୍ୟ, ଭାରତକୁ ବିଶ୍ୱରେ କରାଇଛି ଅଗ୍ରଣୀ ନୂଆଦିଲ୍ଲୀ: ୫ଜି ଷ୍ଟାଣ୍ଡାଲୋନ (ଏସଏ) ନେଟୱାର୍କ ସ୍ଥାପନରେ ଭାରତ ଆମେରିକା ଓ ୟୁରୋପକୁ ପଛରେ ପକାଇ ଦେଇଛି ଏବଂ ଏଥିରେ ରିଲାଏନ୍ସ ଜିଓ ପ୍ରମୁଖ ଭୂମିକା ଗ୍ରହଣ…