ଆଜିର ଖବର ଆଜି ୧୭ତମ ଲୋକ ସେବା ଦିବସରେ ଦେଶର ପ୍ରଶାସନିକ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଆଜି ୧୭ତମ ଲୋକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ପ୍ରଶାସନିକ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…