Budget2022 ଲୋକସଭାରେ ଉପସ୍ଥାପିତ ହେଲା ଅର୍ଥନୈତିକ ସର୍ଭେ, ୨୦୨୨-୨୩ ପାଇଁ ଆକଳନ ହେଲା ଜିଡିପି ଅଭିବୃଦ୍ଧି ନୂଆଦିଲ୍ଲୀ: ଆଜିଠାରୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି ଏବଂ ଏହା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ଲୋକସଭାରେ ଅର୍ଥନୈତିକ…