ଆଜିର ଖବର ଲୋୟର ପିଏମ୍ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ ଭୁବନେଶ୍ୱର: ଭୁବନେଶ୍ୱର ଲୋୟର ପିଏମ୍ଜିରେ ହଙ୍ଗାମା ଘଟଣାକୁ ନେଇ ପୁଲିସର କାର୍ଯ୍ୟାନୁଷ୍ଠାନ ଜୋରଦାର ହୋଇଛି। ଏହି ଘଟଣାରେ ଗିରଫଦାରୀ ସଂଖ୍ୟା ୧୧୩କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା…