ଆଜିର ଖବର ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ବିଚାରପତି ଶତ୍ରୁଘନ ପୂଜାହାରୀ ଭୁବନେଶ୍ୱର: ବିଚାରପତି ଶତ୍ରୁଘନ ପୂଜାହାରୀ ଆଜି, ୩୦.୦୩.୨୦୨୬ ଓଡ଼ିଶା ମାନବ ଅଧିକାର ଆୟୋଗ (ଓ.ଏଚ.ଆର.ସି)ର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ତାଙ୍କର ଦ୍ୱିତୀୟ ଦାୟିତ୍ୱକାଳ…