ଶରତ ପଟ୍ଟନାୟକ ହାରିଲେ

ଭୁବନେଶ୍ବର: ବିଧାନସଭା ନିର୍ବାଚନରେ ଏଥର ତିନି ଦଳର ସେନାପତି ବା ସଭାପତି ପରାଜୟର ସମ୍ମୁଖୀନ ହୋଇଛନ୍ତି। ସେମାନେ ତାଙ୍କ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ଚେଷ୍ଠା କରିଥିବା ବେଳେ…