ଜାତୀୟ ଖବର ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି ନୂଆଦିଲ୍ଲୀ: ଭାରତର ସର୍ବକନିଷ୍ଠ ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଦେଶର ରାଜଧାନୀ ଦିଲ୍ଲୀରେ ଏକ ଭବ୍ୟ ଜାତୀୟ ସ୍ତରୀୟ ସ୍ମୃତି କାର୍ଯ୍ୟକ୍ରମ ଆୟୋଜନ କରିବା…