ଅପରାଧ ଜଣେ ଶହେ ବର୍ଷର ବୃଦ୍ଧାଙ୍କୁ ବଳାତ୍କାର ଓ ହତ୍ୟା ମାମଲରେ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ ମିରଟ, ଜଣେ 100 ବର୍ଷ ବୟସ୍କା ମହିଳାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ କୋର୍ଟ ଜଣେ ଯୁବକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଦୀର୍ଘ ତିନି ବର୍ଷର ଶୁଣାଣି…