ଆଜିର ଖବର ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ଘୋଷଣା ଭୁବନେଶ୍ୱର: ବିଶିଷ୍ଟ କଣ୍ଠ ଶିଳ୍ପୀ ଶାନ୍ତିଲତା ବାରିକ ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକ ବାର୍ତ୍ତାରେ…