ଆଜିର ଖବର ବିବାହ ପ୍ରତିଶ୍ରୁତି, ଶାରୀରିକ ସମ୍ପର୍କ ପରେ ପ୍ରତାରଣା ଅଭିଯୋଗ: ଜେଲ ଗଲେ SI ବାରିପଦା: ବିବାହର ପ୍ରତିଶ୍ରୁତି ଦେଇ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ଏବଂ ପରେ ପ୍ରତାରଣା କରିଥିବା ଅଭିଯୋଗରେ ବାରିପଦା ଟାଉନ୍ ଥାନାର ଜଣେ ସବ୍-ଇନ୍ସପେକ୍ଟର (SI)…