ଶିକ୍ଷାନୁଷ୍ଠାନ ଛୁଟି

ସମୀକ୍ଷା ବ୍ୟୁରୋ ଭୁବନେଶ୍ବର, 7/1: ଆସନ୍ତାକାଲି ଏନ୍‌ଡିଏ ସରକାରଙ୍କ ଦମନକାରୀ ନୀତି ପ୍ରତିବାଦରେ 10ଟି ଶ୍ରମିକ ସଙ୍ଗଠନ ପକ୍ଷରୁ 24 ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।…