ଆଜିର ଖବର ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୨୩ ଟି ପ୍ରମୁଖ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଭୁବନେଶ୍ଵର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସ୍ତରୀୟ ସିଙ୍ଗିଲ୍ ୱିଣ୍ଡୋ ମଞ୍ଜୁରୀ କର୍ତ୍ତୃପକ୍ଷଙ୍କ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୪ ହଜାର…