ଆଜିର ଖବର ଖୋର୍ଦ୍ଧା ଜିଲ୍ଲାରେ ବାଲ୍ୟ ବିବାହ, ଶିଶୁ ଓ ମହିଳା ବିରୋଧି ଅପରାଧ ସଚେତନତା ରଥ ଶୁଭାରମ୍ଭ ଖୋର୍ଦ୍ଧା: ସଚେତନତା ଅଭାବରୁ ଆଜି ମଧ୍ୟ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ସମାଜରେ ବଞ୍ଚି ରହିଛି। ପିତାମାତା ଏବଂ ସମ୍ପର୍କୀୟ ମାନେ କେତେବେଳେ ପରମ୍ପରା ନାମରେ ତ…