ଆଜିର ଖବର ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର ଭୁବନେଶ୍ଵର: ଓଡ଼ିଶା ପୋଲିସ୍ ଏବଂ ୟୁନିସେଫ୍ (UNICEF) ର ମିଳିତ ସହଯୋଗରେ ଆଜି ଭୁବନେଶ୍ୱରସ୍ଥିତ ପୋଲିସ୍ ଭବନଠାରେ ‘ଜୁଭେନଟିକା – ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’…