ଜାତୀୟ ଖବର ମୟୁରଭଂଜର ୯୪ଟି ଗାଁର ୧୫ ହଜାର ହେକ୍ଟର ଜମିକୁ ଗଲା ସୁବର୍ଣ୍ଣରେଖା ପାଣି, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର, ଆଜି ମୟୂରଭଞ୍ଜ ଜିଲ୍ଲାର ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର କେନାଲ ସିଷ୍ଟମରୁ ୧୫,୩୫୯ ହେକ୍ଟର ଚାଷ ଜମିକୁ ପାଣି ଛଡା ଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ…