ଆଞ୍ଚଳିକ ଜୋର ଧରିଲା ବାଣପୁରକୁ ରାଜସ୍ୱ ଉପଖଣ୍ଡ ଦାବି: ସଚିବାଳୟ ପର୍ଯ୍ୟନ୍ତ ପଦଯାତ୍ରା କରିବେ ଯୁବ ସମାଜସେବୀ ଶେଷଦେବ ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳକୁ ରାଜସ୍ୱ ଉପଖଣ୍ଡ ଦାବି ଜୋର ଧରିଛି। ଦୀର୍ଘ ଦିନ ଧରି ଚାଲିଥିବା ଏହି ଦାବିକୁ ଆଗକୁ ବଢେଇବା…