ଆଞ୍ଚଳିକ ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ରାତ୍ର ଜଗୁଆଳିଙ୍କ ମୃତ୍ୟୁରେ ଶୋକ ସଭା କନ୍ଦର୍ପ ବେହେରା ରେଢାଖୋଲ: ନାକ୍ଟିଦେଉଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରାତ୍ର ଜଗୁଆଳି ଙ୍କ ବିୟୋଗରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଡଃ.ମନୋରଞ୍ଜନ…