ଶ୍ରାବଣ କୃଷ୍ଣପକ୍ଷ

ପୁରୀ: ଆଜି ଶ୍ରାବଣ କୃଷ୍ଣପକ୍ଷ ଅମାବାସ୍ୟା ଗୁରୁବାର। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ପବିତ୍ର ଚିତାଲାଗି ନୀତି ଅନୁଷ୍ଠିତ ହେବ। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷହେବା ପରେ ଏହି ଗୁପ୍ତନୀତି…