ଆଞ୍ଚଳିକ ବାଣପୁର: କାର୍ତ୍ତିକ ପୂଜା ମହାଆଡମ୍ବରରେ ପାଳିତ, ଶ୍ରଦ୍ଧାଳୁଙ୍କୁ ଆକୃଷ୍ଟ କରୁଛି ଶ୍ରୀରାମ ମନ୍ଦିର ଆକୃତିର ତୋରଣ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଭଗବତୀ ସାହିସ୍ଥିତ ଶ୍ରୀ ଶ୍ରୀ ଶ୍ରୀ କାର୍ତ୍ତିକେଶ୍ୱର ପୂଜା କମିଟି ପକ୍ଷରୁ କାର୍ତ୍ତିକ ପୂଜା ମହାଆଡମ୍ବରରେ ପାଳିତ ହୋଇଯାଇଛି। …