ଆଜିର ଖବର ପରମ ପୂଜ୍ୟ ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗଲୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପରମ ପୂଜ୍ୟ ଡକ୍ଟର ଶ୍ରୀ ଶ୍ରୀ ଶ୍ରୀ ଶିବକୁମାର ସ୍ୱାମୀଗଲୁଙ୍କ ଜୟନ୍ତୀର ବିଶେଷ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।…