ବିଶେଷ ଖବର ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଜଗତର ନାଥ, ତେଣୁ ତାଙ୍କ ଦର୍ଶନ ପାଇଁ କୌଣସି ବାଧା ରହିବା ଉଚିତ ନୁହେଁ। ପ୍ରତିଟି ଓଡିଆ ଯେପରି ଜୀବନରେ ଅନ୍ତତଃ…