ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏବଂ ହସପିଟାଲ

ପୁରୀ: ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଏବଂ ହସପିଟାଲକୁ ଉଦଘାଟନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ଭୁବନେଶ୍ବରରୁ ପୁରୀରେ ପହଞ୍ଚିଥିଲେ।…