ଶ୍ରୀଜଗନ୍ନାଥ ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ

ପୁରୀ/ଭୁବନେଶ୍ୱର: ଏକବିଂଶ ଶତାବ୍ଦୀରେ ଭାରତୀୟତା, ଭାରତୀୟ ପରମ୍ପରା ଓ ହିନ୍ଦୁତ୍ୱ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସଂସ୍କୃତିକୁ ଆହୁରି ପ୍ରଭାବଶାଳୀ ଭାବେ ନୂଆପିଢି ସହ ଯୋଡ଼ିବା ଉଦ୍ଦେଶ୍ୟରେ ଆଜି ପବିତ୍ର…