ଜାତୀୟ ଖବର ଯୋଗ ଦିବସରେ ଶ୍ରୀନଗରଠାରେ ଯୋଗ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଲେ ଅଭିଭାଷଣ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରର ଶ୍ରୀନଗରଠାରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇୱାଇଡି) କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟ…